ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୨ତମ ଜନ୍ମବାର୍ଷିକୀ ଅବସରରେ ତାଙ୍କୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏନେଇ ସେ ଟୁଇଟରରେ ଉଲ୍ଲେଖ କରିଛନ୍ତି । image...